ଲଜ୍ ରୁମ୍ରେ ଯୁବତୀଙ୍କ ଆତ୍ମହତ୍ୟା, ପୋଲିସ୍ର ଛାନ୍ଭିନ୍
ପୁରୀ, ୧୧/୦୯: ପୁଣି ଛାତ୍ରୀଙ୍କ ଆତ୍ମହତ୍ୟା। ପୁରୀ ବଡ଼ଶଙ୍ଖ ସ୍ଥିତ ଏଚ୍ ଆର ଲଜରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ଛାତ୍ରୀ ଜଣକ ନିଜ ହାତ କାଟି ଦେବା ସହ ବେକରେ ଓଢ଼ଣୀ ଲଗାଇ ପଙ୍ଖାରେ ଝୁଲି ପଡିଛନ୍ତି। ଆତ୍ମହତ୍ୟା କରିଥିବା ଯୁବତୀ ହେଲେ ଭୁବନେଶ୍ୱର ଗଙ୍ଗ ନଗର ଅଞ୍ଚଳର କଳ୍ପତରୁ ମହାନ୍ତିଙ୍କ ଝିଅ ପାୟଲ୍ ମହାନ୍ତି। ତେବେ ଲଜ୍ ପକ୍ଷରୁ ଥାନାରେ ଅଭିଯୋଗ ପରେ କୁମ୍ଭାରପଡ଼ା ପୋଲିସ୍, ମାଜିଷ୍ଟ୍ରେଟ, ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି […]
