ଅଗଷ୍ଟ ୨୩ ତାରିଖ, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ:~ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବୁଝି-ବିଚାରି କାର୍ଯ୍ୟ କରିବାକୁ ପଡିବ। ପରଚର୍ଚ୍ଚାରୁ ବିରତ ହେବା ଉଚିତ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ନୃତ୍ୟ-ସଙ୍ଗୀତ ପ୍ରିୟ ହୋଇପାରନ୍ତି। ସତ୍ୟାନୁରାଗୀ ହେବେ। ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮ ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ। ରୋଗୀ- ଅସୁସ୍ଥ ଅନୁଭବ କରିବେ। ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ। କର୍ମଜୀବି- […]