ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୧୬।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୩୩୦୭କୁ ବୃଦ୍ଧି ପାଇଛି । ଏନେଇ […]