ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଶିକ୍ଷକଙ୍କୁ ନିଲମ୍ବିତ କଲେ ଅତିରିକ୍ତ ଶିକ୍ଷା ଅଧିକାରୀ
ଚାନ୍ଦବାଲି ୨୮।୭: ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣା ସଂପୃକ୍ତ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଶିକ୍ଷା ବିଭାଗ ପକ୍ଷରୁ ସଂପୃକ୍ତ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ନିଲମ୍ବନ କରିଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଶିକ୍ଷା ଅଧିକାରୀ ଅଧିନ ଗୁଆଁଳର ଭାବେଶ୍ବର ନୋଡ଼ାଲ ପ୍ରାଥମିକ ବିଦ୍ୟାଳୟରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକ ଅସଦାଚରଣ କରିବା ଘଟଣାରେ ଗ୍ରାମବାସୀ ଶିକ୍ଷକଙ୍କୁ ଏକ ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ଏହି ଘଟଣା ଚାନ୍ଦବାଲି ବ୍ଲକ୍ […]