ପୁଣି ଘାଇଲା କରୁଛି ମହାମାରୀ କରୋନା: ଆଜି ରାଜ୍ୟରୁ ୪୨୮ ପଜିଟିଭ
ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମଣ ସଂଖ୍ୟାରେ ପୁଣି ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି । ଆଜିବି ୪୦୦ରୁ ଅଧିକ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫୦ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ମୋଟ ୪୨୮ ଜଣ କରୋନାରେ […]
