ଜୁନ୍ ୨୮ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ – ଶୁଭ ସଂସ୍ଥାନରୁ ତଥା ସହ-ଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ । ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ । ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ । ରୋଗୀ- ଆଜି କିଛି ସମୟ ସତର୍କ […]