‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମ୍ବର୍ଦ୍ଧନା ଉତ୍ସବ: ‘ନାରୀର ବିକାଶ ବିନା ସମାଜର ବିକାଶ ଅସମ୍ଭବ’
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ ଜୟଦେବ ଭବନରେ ଅନୁଷ୍ଠିତ ହୋଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରଫେସର୍ ଶାନ୍ତନୁ ଆଚାର୍ଯ୍ୟ ଯୋଗଦେଇ କହିଥିଲେ, […]









