୩ ଦିନରେ ୩୫ଂ ଡେଇଁବ ପାରଦ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟରୁ ଶୀତ ଅପସରି ଯାଇଛି। ଫଳରେ ପୂରା ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅନେକ ସ୍ଥାନର ତାପମାତ୍ରା ୩୫ ଡିଗ୍ରି ଛୁଇଁଯିବ। ସୋମବାର […]









