ନବ ଦାସ ହତ୍ୟା ଘଟଣା: ଗୋପାଳର ଘରେ କ୍ରାଇମବ୍ରାଞ୍ଚ ଟିମ୍, ପତ୍ନୀ ଓ ପୁତୁରାଙ୍କୁ କରୁଛନ୍ତି ପଚରାଉଚରା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରହ୍ମପୁର/ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଂଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ […]









