୪ ବର୍ଷର ଶିଶୁକୁ ପିଟିପିଟି ହତ୍ୟା: ରକ୍ତ ଜୁଡୁବୁଡୁ ଶବ ଉଦ୍ଧାର, ଅଭିଯୁକ୍ତ ଫେରାର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଧୀନ ମୁଣ୍ଡମରାଇ ଗ୍ରାମ ହାଟସାହିରେ ଆଜି ସନ୍ଧ୍ୟାରେ ଘଟିଯାଇଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଗ୍ରାମର ଏକ ୪ ବର୍ଷର ଶିଶୁକୁ ପଡ଼ୋଶୀ ଘର ଛାତ ଉପରେ ନିର୍ମମ ଭାବେ ପିଟିପିଟି ହତ୍ୟା କରାଯାଇଛି। ତେବେ, […]









