ଏକ କୋଟି ନୁହେଁ, ୧୦ ଲକ୍ଷ ଟଙ୍କାର ସୁନା କଳସ ଶନି ମନ୍ଦିରକୁ ଦାନ କରିଛି : ନବ ଦାସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର : ମହାରାଷ୍ଟ୍ରର ଅମହଦନଗର ଜିଲ୍ଲାର ଶନି ଶିଙ୍ଗଣାପୁରରେ ଥିବା ଭଗବାନ ଶନିଙ୍କ ପୀଠରେ ସୁନାକଳସ ଦାନ କରିବା ନେଇ ଚର୍ଚ୍ଚା ଜୋର ଥରିଥିବାବେଳେ ଆଜି ମୁହଁ ଖୋଲିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ସୁନାକଳସ ଦାନ କରିଥିବା ଭକ୍ତ ସେ […]









