ବିମାନରେ ରାଉରକେଲା ଯାଇ ହକି ଦେଖିବେ ୧୭ ଭିନ୍ନକ୍ଷମ ଶିଶୁ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ ଭୁବନେଶ୍ବର : ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ବିଶ୍ବକପ୍ ହକିର ମଜା ଦେବାକୁ ଯୋଜନା ପ୍ରସ୍ତୁତ କରିଛି ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍ରେ ଆସନ୍ତାକାଲି ଏକାଧିକ ମ୍ୟାଚ୍ ଖେଳାଯିବ। ତହିଁରୁ ଗୋଟିଏ ମ୍ୟାଚ୍ ଦେଖିବା […]









