ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟରେ ଏବେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି(ଶୁକ୍ରବାର) ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, […]









