ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ହେବ ଜନଜାତି ପାଠାଗାର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଗତ ୧୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରି କୋରାପୁଟରେ ଏକ ବିଶ୍ୱସ୍ତରୀୟ ଜନଜାତି ପାଠାଗାର, ସଂଗ୍ରହାଳୟ ଓ ଗବେଷଣା ପ୍ରତିଷ୍ଠାନ ଖୋଲିବାକୁ ପ୍ରସ୍ତାବ ଦେଇଛନ୍ତି। ଏ […]









