କଟକରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟଣା: ମୃତ ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆ ଗିରଫ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: ମଧୁପାଟଣା ଥାନା ଅନ୍ତର୍ଗତ ଶ୍ରୀରାମ ନଗରରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟଣାରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୃତ ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରିଛି ପୁଲିସ। ଶିଳ୍ପୀଙ୍କ ପରିବାରର ଅଭିଯୋଗକ୍ରମେ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରାଯାଇଛି। […]









