୭୪ କୋଟି ମଞ୍ଜୁର କଲା କେନ୍ଦ୍ର: ୫୩ ନଂ ଜାତୀୟ ରାଜପଥର ହେବ ପ୍ରଶସ୍ତୀକରଣ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଅନୁଗୁଳ : ଅନୁଗୁଳ ଜିଲ୍ଲା ଦେଇଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତୀକରଣ ହେବାସହ ଏହାକୁ ଦୁଇଲେନ୍ ବିଶିଷ୍ଟ କରାଯିବ। ଏଥିପାଇଁ ସରକାର ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ […]









