ଆଜିଠୁ ବଢ଼ିବ ଶୀତ
ଭୁବନେଶ୍ବର : ରାଜ୍ୟକୁ ଶୀତ ଫେରିଛି। ତାପମାତ୍ରା ଧୀରେ ଧୀରେ ଖସିବା ଆରମ୍ଭ ହୋଇଗଲାଣି। ୨୪ ଘଣ୍ଟା ପରେ ତାପମାତ୍ରା ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ଶୀତର ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତରାତିରେ ଦ୍ବୈତନଗରୀ ଭୁବନେଶ୍ବର ଓ କଟକର ରାତି ତାପମାତ୍ରାରେ ହ୍ରାସ ଦେଖିବାକୁ ମିଳିଥିଲା। କଟକର ସର୍ବନିମ୍ନ ୧୫.୨ଡିଗ୍ରି ଓ ଭୁବନେଶ୍ବରରେ ୧୫.୮ ଡିଗ୍ରି ରହିଥିଲା। ସେହିପରି ଗତ ମଧ୍ୟରାତିରୁ ଆରମ୍ଭ ହୋଇଥିବା କୁହୁଡ଼ି […]









