ଲଣ୍ଡା ପାହାଡ଼ ହେଲା ସବୁଜ ସୁନ୍ଦର
ବ୍ରହ୍ମପୁର : ଗିରିସୋଲା ନିକଟରେ ଥିବା ଏକ ଲଣ୍ଡା ପାହାଡ଼ରେ ମଞ୍ଜି ଓ ସିଡ୍ବଲ୍ ବିଞ୍ଚିବା ଫଳରେ ବିଭିନ୍ନ କିସମର ଫଳ ଗଛ ବଢ଼ିଛି। ଏହି ଲଣ୍ଡାପାହାଡ଼ ସବୁଜ ସୁନ୍ଦର ପାଲଟିଛି। ପରିବେଶ ସୁରକ୍ଷା ପାଇଁ ୧୫ବର୍ଷ ଧରି ଅଣ୍ଟା ଭିଡ଼ିଥିବା ଜଣେ ଅଧ୍ୟାପକଙ୍କ ଉଦ୍ୟମ ଯୋଗୁ ଏହା ସମ୍ଭବପର ହୋଇଛି। ସେ ହେଉଛନ୍ତି, ବ୍ରହ୍ମପୁର ସହରର ସୁଧୀର ରାଉତ। ‘ସବୁଜ ମଣିଷ’ ଭାବେ ଜଣାଶୁଣା ଶ୍ରୀ ରାଉତ ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲ୍ଲାର ବିଭିନ୍ନ […]









