ତାମିଲନାଡ଼ୁର ସଫେଇ କପଡ଼ା, ଓଡ଼ିଶାରେ ସ୍କୁଲ୍ ପୋଷାକ!
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭବାନୀପାଟଣା, (ଦେବେନ୍ଦ୍ର ବିଶି): ଓଡ଼ିଶାରେ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ବଣ୍ଟନ କରାଯାଉଛି। ଏହି ପୋଷାକ ପରିଧାନଯୋଗ୍ୟ କି ନୁହଁ, ଏନେଇ ମାନ ପରୀକ୍ଷା ପାଇଁ କୌଣସି ବ୍ୟବସ୍ଥା ନାହିଁ। ଏହାର ସୁଯୋଗରେ […]









