ରାଜ୍ୟ ମାନ୍ୟତା ସୂଚକାଙ୍କ ଶୀର୍ଷରେ ଓଡ଼ିଶା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଦେଶରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ର କାର୍ଯ୍ୟକାରିତାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଥମ ରାଜ୍ୟ ମାନ୍ୟତା ସୂଚକାଙ୍କ ୫ ଜୁଲାଇ, ୨୦୨୨ରେ ଜାରି କରାଯାଇଥିଲା। ଏହି ମାନ୍ୟତାରେ ଓଡ଼ିଶା ୦.୮୩୬ ସ୍କୋର ସହିତ ପ୍ରଥମ ସ୍ଥାନ […]









