ଓଟିଏମ୍କୁ ନିଜ ଅକ୍ତିଆରକୁ ନିଆଯାଇଛି, ହାଇକୋର୍ଟରେ ରାଜ୍ୟ ସରକାରଙ୍କ ସତ୍ୟପାଠ ଦାଖଲ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ ୦୬।୧୨ : ଓଟିଏମକୁ ରାଜ୍ୟ ସରକାର ନିଜ ଅକ୍ତିଆରକୁ ନେଇସାରିଛନ୍ତି । ଏନେଇ ମଙ୍ଗଳବାର ଏକ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ସରକାରୀ ପକ୍ଷ। ଆସନ୍ତା ୯ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି । ଖବର ଅନୁଯାୟୀ, ୫ […]









