ତହସିଲଦାରଙ୍କୁ ଠେଲାପେଲା ସହ ମାଡ, ବେଆଇନ୍ ବାଲିଟ୍ରକ୍ ଜବତ ବେଳେ ଆକ୍ରମଣ କଲେ ତିନି ଯୁବକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବାଲିପାଟଣା ୦୫।୧୨ : ତହସିଲଦାରଙ୍କୁ ଆକ୍ରମଣ । ବାଲିପାଟଣା ତହସିଲଦାର ଆହତ । ନିକଟସ୍ଥ ମେଡିକାଲରେ ଭର୍ତ୍ତି । ବେଆଇନ୍ ଭାବେ ବାଲି ଚାଲାଣ ବେଳେ ଟ୍ରକକୁ ଜବତ କରିବା ସମୟରେ ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ସୋମବାର […]









