ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା; ଜଣେ ମୃତ
ଆଠଗଡ଼ : ଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଓ ଏକ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ପୁଲିସ ସୂଚନା ଦେଇଛି। ଏହି ଘଟଣା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ମୁତାବକ, ଶୁକ୍ରବାର ରାତିରେ ରାଣୀ ପଣ୍ଡା ଅନୁଗୁଳରୁ ଏକ ବିବାହ ଭୋଜି ସାରି ଭୁବନେଶ୍ୱର ଫେରୁଥିଲେ। ରାତି ପ୍ରାୟ ସାଢ଼େ […]









