ଭିଜିଲାନ୍ସ ହାତରେ ଧରାପଡ଼ି ବିଇଓ ଗିରଫ: ନିଲମ୍ବିତ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ହିନ୍ଦୋଳ/ ଖଜୁରିଆକଟା: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ମଲ୍ଲିକ ଆଜି ସକାଳେ ଜଣେ ନିଲମ୍ବିତ ଶିକ୍ଷକଙ୍କଠାରୁ କାଗଜପତ୍ର କରାଇ ଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଘଟଣା ସମଗ୍ର […]









