ପଞ୍ଚୁକରେ ଦର୍ଶନ ବ୍ୟବସ୍ଥା: ସିଂହଦ୍ବାରରେ ବାରିକେଡିଂ
ପୁରୀ: ଦୁଇଦିନ ପରେ ପଞ୍ଚୁକ। ଏହି ୫ ଦିନ କାର୍ତ୍ତିକ ମାସର ସବୁଠୁ ପୁଣ୍ୟ ଦିନ ଭାବେ ବିବେଚନା କରାଯାଏ। ସେପଟେ ଶ୍ରୀଜିଉ ବି ଏହି ୫ ଦିନ ୫ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏ ଦୃଷ୍ଟିରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ପ୍ରତିବର୍ଷ ପଞ୍ଚୁକରେ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗେ। କୋଭିଡ୍ଜନିତ କଟକଣା ଯୋଗୁ ଭକ୍ତମାନେ ତିନି ବର୍ଷ ଧରି ଏହି ଦୁର୍ଲ୍ଲଭ ଦର୍ଶନରୁ ବଞ୍ଚିତ ଥିଲେ। କିନ୍ତୁ ଚଳିତବର୍ଷ ପଞ୍ଚୁକରେ କୋଭିଡ୍ଜନିତ […]




