ଲମତାପୁଟ ପୋଲିସକୁ ବଡ଼ ସଫଳତା: ୨୨ ଲକ୍ଷର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ଲମତାପୁଟ ୨୪/୧୦: ପୁଣି ଲମତାପୁଟ ପୋଲିସ୍ କୁ ବଡ଼ ସଫଳତା । ବାଲେଲ ଗ୍ରାମରେ ଜଣକ ଘର ଭିତରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଛିତ ରଖି ପ୍ରସ୍ତୁତି ଚାଲିଥିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ୍ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ଵରେ ଲମତାପୁଟ ପୋଲିସ ବାଲେଲ ଗ୍ରାମରେ ଚଢାଉ କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ଦେଖି ଅନ୍ଧାରର ଶୁଜଗ ନେଇମାଫିଆ […]