ମାର୍ଚ୍ଚରେ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ବର : ୨୦୨୩ ମାର୍ଚ୍ଚ ମାସରେ ଯୁକ୍ତ୨ ଥିଓରି ପରୀକ୍ଷା। ତା’ ପୂର୍ବରୁ ଜାନୁଆରି ଶେଷ କିମ୍ବା ଫେବ୍ରୁଆରି ପ୍ରଥମ ସପ୍ତାହରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦୁଇ ବର୍ଷ ହେଲା କୋଭିଡ୍ ସଂକ୍ରମଣ ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ହେବା ସହ ପରୀକ୍ଷା ପରିଚାଳନାରେ ସମସ୍ୟା ସୃଷ୍ଟି ହୋଇଥିଲା। ତେଣୁ ଏଥର ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକ୍ରିୟା ଅନୁଷ୍ଠିତ ହେବ, ସେନେଇ […]