ଭାରତ-ଦକ୍ଷିଣ ଆଫ୍ରିକା ୨ୟ ଦିନିକିଆ, ‘କର ବା ମର’ ସ୍ଥିତିରେ ଟିମ୍ ଇଣ୍ଡିଆ
ରାଞ୍ଚି ୦୯।୧୦ : ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଦିନିକିଆ ମ୍ୟାଚ୍ । ପ୍ରଥମ ଦିନିକିଆରେ ପରାସ୍ତ ହେବା ପରେ ଭାରତ ପାଇଁ ଏହି ମ୍ୟାଚ୍ ‘କର ବା ମର’ ପରିସ୍ଥିତି ସୃଷ୍ଟି କରିଛି । ସିରିଜକୁ ଫେରିବା ଲାଗି ଧାୱନ ବାହିନୀ ପାଇଁ ବିଜୟ ଜରୁରୀ ହୋଇପଡ଼ିଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ସିରିଜ ବିଜୟ ପାଇଁ ସମସ୍ତ ପ୍ରସ୍ତୁତି କରିଛି । ପ୍ରଥମ ମ୍ୟାଚ୍ର ବିଜୟ ପରେ ଦକ୍ଷିଣ ଆଫ୍ରିକାର ମନୋବଳ ଦ୍ୱିଗୁଣା […]
