ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା : ୮ ମୃତ, ୨୦ରୁ ଅଧିକ ଆହତ
ଲକ୍ଷ୍ନୌ ୨୮।୦୯ : ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଶାରଦା ନଦୀ […]