ନବବାବୁଙ୍କ ଚାଳିଆକୁ ନେଇ ସୋସିଆଲ୍ ମିଡିଆରେ ଝଡ଼
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଅନୁଗୁଳ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ବାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଚାଳିଆ ଘର ପ୍ରସଙ୍ଗକୁ ନେଇ ସୋସିଆଲ୍ ମିଡିଆରେ ଉଠିଛି ଝଡ଼। ଏ ପ୍ରସଙ୍ଗକୁ ନେଇ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଅନୁଗୁଳର ସ୍ବାଧୀନଚେତା ଯୁବଗୋଷ୍ଠୀ ସାଧୁବାଦ […]









