ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଭୁବନେଶ୍ବର ୨୫।୮: ଭୁବନେଶ୍ବର ଭିଏସଏସ ନଗର ଅଞ୍ଚଳରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନ୍ରେ କଟିଯାଇଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଭିଏସଏସ ନଗ ସ୍ଥିତ ରେଳ ଧାରଣାରୁ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଟ୍ରେନ୍ରେ କଟି ଯାଇଥିବା ସନ୍ଦେହ କରାଯାଇଛି । ଖବର ଲେଖା ହେବା […]