ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ରେଜଲ୍ଟ
ଭୁବନେଶ୍ୱର ୨୮।୦୮ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିଥିବାବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ବିଷୟର ଫଳ । ଏନେଇ ଫଳ ପ୍ରକାଶ ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । orissaresults.nic.in ୱେବସାଇଟ୍ରେ ମାଧ୍ୟମରେ ଫଳ ଜାଣିପାରିବେ ଛାତ୍ରଛାତ୍ରୀ। ତେବେ ରାଜ୍ୟରେ ଚଳିତବର୍ଷ କଳାରେ ୨ ଲକ୍ଷ ୧୩ […]