ରାମ ନବମୀରେ ଗଡ଼ିବ ଭଦ୍ରକ-ନୟାଗଡ଼ ଟାଉନ ମେମୁ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାମ ନବମୀ(ଗୁରୁବାର)ରେ ଗଡ଼ିବ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ୍। କଟକ ରେଳ ଷ୍ଟେସନରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ […]









