ବାଇକ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାସ, ତିନି ଗିରଫ
ଭୁବନେଶ୍ବର ୨୬।୦୭ : ବାଇକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ । ଖଣ୍ଡଗିରି ଥାନା ଅଞ୍ଚଳରୁ ଜବତ ହେଲା ୧୦ଟି ବାଇକ । ଏହାସହ ତିନି ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଗିରଫଙ୍କ ମଧ୍ୟରେ ଦୁଇଜଣ ପାଞ୍ଚ ଗାଁର ଓ ଜଣେ ଖୋର୍ଦ୍ଧାର ବୋଲି ଜଣାପଡିଛି । ଖବର ଅନୁଯାୟୀ, ବିଭିନ୍ନ ସ୍ଥାନରେ ବାଇକ୍ ଚୋରି କରୁଥିଲେ ଏହି ଗ୍ୟାଙ୍ଗ । ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିବା ପରେ ଲଗାତର ଭାବେ ନଜର ରଖିଥିଲା […]