ଶ୍ରୀଜିଉଙ୍କ ସୁନାବେଶ ଆଜି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ମଙ୍ଗଳବାର ପବିତ୍ର ଦୋଳପୂର୍ଣ୍ଣିମା। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଚୂଡ଼ାନ୍ତ ନୀତି ଅନୁଯାୟୀ ସକାଳ ୮ଟାରୁ ଶ୍ରୀଜିଉଙ୍କ ସୁନାବେଶ ତଥା ରାଜାଧିରାଜ ବେଶ ଆରମ୍ଭ ହେବ। ସକାଳ ୯ଟା ଭିତରେ ବେଶ ଶେଷ ପରେ […]









