୨୧ରୁ ପ୍ରାଥମିକ ବିଦ୍ୟାଳୟ ପିଲାଙ୍କ ଏସ୍ଏ-୨
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ମାର୍ଚ୍ଚ ୨୧ରୁ ୨୫ ତାରିଖ ମଧ୍ୟରେ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମିଟିଭ୍ ଆସେସ୍ମେଣ୍ଟ(ଏସ୍ଏ)-୨ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏକା ସମୟରେ ପରୀକ୍ଷା କରାଯିବ। ପରୀକ୍ଷାର ସୁପରିଚାଳନା ଲାଗି ଓଡ଼ିଶା […]









