ପ୍ରଦୀପ ଜେନା ହେଲେ ନୂଆ ମୁଖ୍ୟ ସଚିବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବେନଶ୍ବର : ରାଜ୍ୟ ସରକାର ୧୯୮୯ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ତଥା ଉନ୍ନୟନ କମିସନର ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ଫେବ୍ରୁଆରି ୨୮ତାରିଖରେ କାର୍ଯ୍ୟକାଳ ଶେଷ […]









