ସ୍ବତନ୍ତ୍ର ତାଳଚେର ଜିଲ୍ଲା ଦାବିରେ ଧାରଣା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ତାଳଚେର/ଭୁବନେଶ୍ବର: ତାଳଚେରକୁ ଜିଲ୍ଲା ଘୋଷଣା ଦାବି ଜୋର୍ ଧରିଲା। ତାଳଚେର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ବିଧାନସଭା ଆଗରେ ଧାରଣା ଦିଆଯାଇ ତାଳଚେରକୁ ତୁରନ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। […]









