୨୧ରୁ ବିଧାନସଭା: ରଣନୀତି ପ୍ରସ୍ତୁତିରେ ତିନି ଦଳ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଆସନ୍ତା ୨୧ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏଥର ଅଧିବେଶନ ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ଆସନ୍ତାକାଲି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ହେଲେ ବିଧାନସଭାରେ କିପରି ବିରୋଧୀ ଶାସକ ଦଳକୁ ଘେରିବେ […]









