ହାଇକୋର୍ଟ ବେଞ୍ଚ ପ୍ରସଂଗ: ୨୦୧୯ କମିଟିର ବୈଧତା ନେଇ ଉଠିଲା ପ୍ରଶ୍ନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: ସୁପ୍ରିମକୋର୍ଟଙ୍କ ରାୟ ପରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଂଗକୁ ନେଇ ରାଜ୍ୟ ସରକାର ୨୦୧୯ରେ ଗଠନ କରିଥିବା କମିଟିର ସ୍ଥିତିକୁ ନେଇ ପ୍ରଶ୍ନ ଉଠିଛି। ମୁଖ୍ୟ ବିଚାରପତି ଡକ୍ଟର୍ ଜଷ୍ଟିସ୍ ଏସ୍. ମୁରଲୀଧର […]









