ଟ୍ୱିନି ସିଟି କଟକ-ଭୁବନେଶ୍ୱରରେ ଘନ କୁହୁଡି
ଭୁବନେଶ୍ୱର: ଟ୍ୱିନି ସିଟି କଟକ-ଭୁବନେଶ୍ୱରରେ ଆଜି ସକାଳୁ ଘନ କୁହୁଡି ପଡିଛି। ଚାରିଆଡେ ଘନ କୁହୁଡ଼ିର ଆସ୍ତରଣ। ଯୁଆଡ଼େ ଚାହିଁଲେ କେବଳ କୁହୁଡ଼ି ହିଁ କୁହୁଡ଼ି। ଘନ କୁହୁଡି ଯୋଗୁ ୫୦ ମିଟର ଦୂରରୁ କିଛି ଦେଖି ହେଉନାହିଁ। ସ୍ଥାନେ ସ୍ଥାନେ ମୁହଁକୁ ମୁହଁ ବି ଚିହ୍ନି ହେଉନି। ଘନ କୁହୁଡି ଯୋଗୁଁ ଗାଡ଼ି ଚାଳକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଗତ ଦୁଇ ଦିନ ହେଲା ରାଜ୍ୟରେ ଶୀତ ସାମାନ୍ୟ କମିଥିବା ବେଳେ […]









