ଅପରେସନ ଗ୍ରୀନ୍ କ୍ଲିନ୍, ୧୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ମୁନିଗୁଡ଼ା ୦୬।୧୨ : ରାୟଗଡ଼ା ଜିଲ୍ଲାର ଅପରେସନ ଗ୍ରୀନ୍ କ୍ଲିନ୍। ଜିଲ୍ଲାପାଳ ଓ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ବେଆଇନ ଭାବେ ଥିବା ଗଞ୍ଜେଇ ଗଛକୁ ନଷ୍ଟ କରାଯାଉଛି। ୧୧୬ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ […]









