ଆମ ମଧ୍ୟମବର୍ଗ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାହାସବୁ ପୂରଣ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବର: ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର। ରାଜଧାନୀରେ ସୁଭଦ୍ରା ଯୋଜନା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହା କହିଛନ୍ତି। ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିବା ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା ଜଣାଇଲେ। ପ୍ରଧାନମନ୍ତ୍ରୀ କହିଲେ, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ। ଓଡ଼ିଶାର ମା’ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଲା। ଆଜି ଏନଡିଏ […]









