ରାଜ୍ୟରେ ଶୀତ ପ୍ରବାହ ଜାରି
ଭୁବନେଶ୍ବର : ରାଜ୍ୟରେ ଏବେ ଶୀତ ପ୍ରବାହ ଜାରି ରହିଛି। କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରି ରେକର୍ଡ ହୋଇଛି। ଏହାପରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୮.୨ ଡିଗ୍ରି, ଦାରିଙ୍ଗବାଡ଼ିରେ ୧୦, କୋରାପୁଟରେ ୧୦.୫, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୧୧, କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ କିରେଇରେ ୧୨, ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୩.୨ ଓ ଝାରସୁଗୁଡ଼ାରେ ୧୩.୬ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ରାଜ୍ୟରେ ଏବେ ଶୁଖିଲା […]









