ସରିବ ଐତିହାସିକ ବାଲିଯାତ୍ରା, ୧୦ ଦିନ ଧରି ଚାଲିଥିବା ମେଳାରେ ପ୍ରବଳ ଭିଡ ସାଙ୍ଗକୁ ଜମିଛି ବ୍ୟବସାୟ
କଟକ ୧୭/୧୧: ଗୁରୁବାର ଉଦ୍ଯାପିତ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ଉଦ୍ ଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଗଲା ୮ ତାରିଖ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ବୁଧବାର ଦିନ ଶେଷ ହେବାକୁ ଥିବା ବେଳେ ପ୍ରଶାସନିକ ନିଷ୍ପତ୍ତି କ୍ରମେ ଏହାକୁ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା । ଚଳିତ ବର୍ଷ ସର୍ବାଧିକ ୧୦ ଦିନ ଧରି ଚଳିତ ବର୍ଷ ବାଲିଯାତ୍ରା ଆୟୋଜିତ […]









