କଲେଜ୍ରେ ଭୟାନକ ରାଗିଂ, ଛାତ୍ରୀଙ୍କୁ ଜବରଦସ୍ତି ଆଇ ଲଭ୍ ୟୁ ଏବଂ କିସ୍ କରିବାକୁ କରାଯାଉଛି ବାଧ୍ୟ
ବ୍ରହ୍ମପୁର, ୧୬।୧୧: ସ୍ଥାନୀୟ ବଡ଼ ବଜାର ଥାନା ଅନ୍ତର୍ଗତ ବିନାୟକ ଆଚାର୍ଯ୍ୟ କଲେଜର ଏକ ଭିଡିଓ ଭାଇରଲ ହୋଇଛି । କଲେଜର କିଛି ଛାତ୍ରଛାତ୍ରୀ କଲେଜ ଡ୍ରେସ ପିନ୍ଧି ଥିବା ବେଳେ ଜଣେ ଛାତ୍ରୀଙ୍କୁ ରାଗିଂ କରିବାର ଦେଖିବାକୁ ମିଳିଛି । ଏଥିରେ ଛାତ୍ର ଜଣଙ୍କ ଅନ୍ୟ କିଛି ଛାତ୍ର ଛାତ୍ରୀଙ୍କ ସହ ଅଶ୍ଳୀଳ ଭାଷା ପ୍ରୟୋଗ କରି ଗାଳି ଦେବା ସହ ମାନସିକ ନିର୍ଯ୍ୟାତନା ଦେଉଥିବା ଦେଖିବାକୁ ମିଳିଛି । ଏହାସହ ଜୋର୍ ଜବରଦସ୍ତ ଆଇ […]









