ବାଇକ୍ ଉପରେ ଚଢିଗଲା ଟ୍ରକ, ଦୁଇ ଆରୋହୀ ମୃତ
ଢେଙ୍କାନାଳ ୨୮।୧୦ : ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ୍ ଉପରେ ଚଢିଗଲା କୋଇଲା ବୋଝେଇ ଟ୍ରକ । ଘଟଣାସ୍ଥଳରେ ବାଇକ୍ରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ମୃତ ଦୁଇ ଜଣ କାମାକ୍ଷାନଗର ତୁମୁସିଂହା ଅଞ୍ଚଳର ବୋଲି ବାଇକ୍ ନମ୍ବରରୁ ଅନୁମାନ କରାଯାଇଛି । ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭରକୁ ସ୍ଥାନୀୟଲୋକେ କାବୁ […]