୨୪ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ସି-ତ୍ରଙ୍ଗ, ଓଡ଼ିଶାରେ ୨ ଦିନ ପ୍ରବଳ ବର୍ଷା !
ଭୁବନେଶ୍ୱର ୨୩।୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶରେ ପଶିବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଦେଇଛି । ଆଇଏମ୍ଡି ଆକଳନ ଅନୁଯାୟୀ, […]