ଅଗଷ୍ଟ ୨୬ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ:~ ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁହଠାତ୍ ଆରମ୍ଭ କରିବା ସକାଶେ ମନ ବଳାଇବେ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଇଚ୍ଚ ଆଶା ଫଳବତୀ ହୋଇପାରେ ବିପଦରେ ବିଜୟୀ ହେବେ। ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୨ ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ। ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ। ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ। କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ। ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ। ଗୃହିଣୀ- […]