ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଆସନ୍ତା ୬ ମାସ ଭିତରେ ଭାରତକୁ ଆସିବ ଓମିକ୍ରନ ଭ୍ୟାକ୍ସିନ: ଆଦର ପୁନାୱାଲା

ନୂଆଦିଲ୍ଲୀ: ଓମିକ୍ରନ ଭ୍ୟାରିଏଣ୍ଟ ପାଇଁ ପ୍ରଥମ ଦେଶ ଭାବେ ବ୍ରିଟେନ୍ ଟିକା ବାହାର କରିଛି। ଆଉ ଏହାର କ୍ଲିନିକାଲି ପରୀକ୍ଷଣ ପରେ ଭିଭାଲେଣ୍ଟ ଭ୍ୟାକ୍ସିନକୁ ବୁଷ୍ଟର ଡୋଜ ଭାବରେ ବ୍ୟବହାର କରିବାକୁ ଅନୁମତି ଦେଇଛି। ଏପରି ଅନୁମତି ଦେବାରେ ବ୍ରିଟେନ୍ ବିଶ୍ୱରେ ପ୍ରଥମ। ତେବେ ଖୁବ୍‌ଶୀଘ୍ର ଭାରତକୁ ମଧ୍ୟକ ଓମିକ୍ରନ ନିରୋଧୀ ଟିକା ଆସିବ ବୋଲି ଭ୍ୟାକ୍ସିନ ନିର୍ମାତା କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ୍‌ର ମୁଖ୍ୟ ଆଦର ପୁନାୱାଲା କହିଛନ୍ତି। ଆସନ୍ତା ୬ ମାସ ଭିତରେ ଓମିକ୍ରନର ସବ୍‌ […]

ଅପରାଧ ଦେଶ ବିଦେଶ

ନିୟନ୍ତ୍ରଣ ହରାଇ ଘରେ ପଶିଗଲା ଟ୍ରକ୍ : ସ୍ୱାମୀ-ସ୍ତ୍ରୀଙ୍କ ସମେତ ୪ ମୃତ

ନୂଆଦିଲ୍ଲୀ, ୧୬|୦୮: ଭୟଙ୍କର ଦୁର୍ଘଟଣା । ନିୟନ୍ତ୍ରଣ ହରାଇ ଘରେ ପଶିଗଲା ଟ୍ରକ୍ । ପ୍ରାଣ ହରାଇଲେ ପରିବାରର ସ୍ୱାମୀ-ସ୍ତ୍ରୀ । ଏପରି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶର ମୈନପୁରୀରେ । ସୂଚନାନୁସାରେ, ସୋମବାର ରାତିରେ ଏକ ଟ୍ରକ୍ ମୈନପୁରୀରୁ କାନପୁର ଅଭିମୁଖେ ଯାଉଥିଲା । କିନ୍ତୁ ରାସ୍ତାରେ ଏହା ନିୟନ୍ତ୍ରଣ ହରାଇ ଏକ ଘରେ ପଶିଯାଇଥିଲା । ଘରେ ସେହି ସମୟରେ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ଓ ତାଙ୍କ ପତ୍ନୀ ଥିଲେ । ଶୋଇଥିବା […]

ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ କମିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮୮୧୩ କରୋନା ପଜିଟିଭ୍

ନୂଆଦିଲ୍ଲୀ, ୧୬|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ହ୍ରାସ ପାଇଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୯ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର […]

ଅପରାଧ ଦେଶ ବିଦେଶ

ଇନୋଭା ଉପରେ ଓଲଟିଗଲା ଟ୍ରକ୍ : ୩ ଯୁବକ ଓ ଜଣେ ଯୁବତୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୬|୦୮: ଇନୋଭା ଉପରେ ଓଲଟି ଗଲା ଟ୍ରକ୍ । ଜଣେ ଯୁବତୀ ଓ ୩ ଯୁବକଙ୍କ ମୃତ୍ୟୁ । ଏପରି ହୃଦୟ ବିଦାରକ ଦୁର୍ଘଟଣା ଘଟିଛି ଗୁରଗାଓଁରେ । ଏହାସହ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଇନୋଭା ଉପରେ ଏକ ଟ୍ରକ୍ ଓଲଟି ପଡିବାରୁ ଏପରି ଅଘଟଣ ଘଟିଛି । ସୂଚନାନୁସାରେ, ଗୁରଗାଓଁର ବିଳାସପୁର ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ସୋମବାର ବିଳମ୍ବିତ […]

ଖେଳ ଦେଶ ବିଦେଶ

‘ଭାରତ-ପାକିସ୍ତାନ ମ୍ୟାଚ୍ କେବଳ ଗୋଟିଏ…’ : ଏସିଆ କପକୁ ନେଇ ବଡ ବୟାନ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୧୬|୦୮: ଅଗଷ୍ଟ ୨୮ରେ ଭାରତ ଏସିଆ କପ୍ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନକୁ ଭେଟିବ । ପାକିସ୍ତାନ ବିପକ୍ଷରେ ହିଁ ଭାରତ ନିଜର ଅଭିଯାନ ଆରମ୍ଭ କରିବ । ଏହି ମୁକାବିଲା ପାଇଁ ଉଭୟ ଖେଳାଳି ଓ ପ୍ରଶଂସକ ଖୁବ୍ ଉତ୍ସାହିତ ଅଛନ୍ତି । ଏବେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ବଡ ବୟାନ ଦେଇଛନ୍ତି । ଗାଙ୍ଗୁଲି କହିଛନ୍ତି ଯେ, ଉଭୟ ଦେଶ ମଧ୍ୟରେ ଖେଳକୁ କେବଳ ଏକ ମ୍ୟାଚ୍ ଭାବେ ଦେଖିବା […]

ଅପରାଧ ରାଜନୀତି ରାଜ୍ୟ

ଦୁର୍ବ୍ୟବହାର ପ୍ରତିବାଦରେ ଧାରଣାରେ ବସିଲେ ଉଦଳା ବିଧାୟକ, ସମର୍ଥକ ବି ସାମିଲ

ଉଦଳା ୧୬।୮: ଧାରଣାରେ ବସିଲେ ଉଦଳା ବିଧାୟକ । ନିଜ ପ୍ରତି ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଧାରଣା ଦେଲେ ବିଧାୟକ ଏବଂ ସମର୍ଥକ । ଉଦଳା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟରେ ଧାରଣାରେ ବସିଲେ ଉଦଳା ବିଧାୟକ ଭାସ୍କର ମଢେଇ । ସୋମବାର ଉଦଳା ଡାକ୍ତରଖାନାରେ ଚାଲିଥିବା ନୂତନ ବିଲଡିଂ ତିଆରି ଦେଖିବାକୁ ଯାଇଥିବା ବେଳେ ସର୍ବସାଧାରଣ ସ୍ଥାନରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ସନ୍ତୋଷ କୁମାର ପଣ୍ଡା ବିଧାୟକଙ୍କୁ ଦୁର୍ବ୍ୟବହାର କରିବା ସହିତ ଅଶାଳୀନ ଭାଷାରେ ଗାଳିଗୁଲଜ କରିଥିଲେ […]

ଅପରାଧ ରାଜ୍ୟ

ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଆନନ୍ଦପୁର ୧୬।୮: ଘର ଭିତରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ୍ ଜମ୍ବିରା ପଞ୍ଚାୟତ ଦଶରାପାଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ସୂଚନାଯୋଗ୍ୟ ଯେ, ପ୍ରାୟ ୧୫ ଦିନ ତଳେ ସଂପୃକ୍ତା ଯୁବତୀ ଗାଁର ଚାରାମଣୀ ଖଣ୍ଡଇ ନାମକ ବୃଦ୍ଧାଙ୍କ ଘରେ ରହୁଥିଲେ । ଚାରାମଣି ନିଜ ଘରେ ଏକାକୀ ରହୁଥିଲେ । ସୋମବାର ଯୁବତୀ ଜଣକ ଘର ଭିତରେ ବେକରେ ରଶି […]

ଅପରାଧ ରାଜ୍ୟ

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ୧୦ରୁ ଅଧିକ ଯାତ୍ରୀ ଆହତ

ଢେଙ୍କାନାଳ ୧୬।୮: ୫୫ ନମ୍ବର ଜାତୀୟ ରାଜପଥ ଢେଙ୍କାନାଳ ସହର ଉପକଣ୍ଠ କଣ୍ଟେଇକୋଳିଆ ନିକଟରେ ଟ୍ରେଲର-ବସ୍ ଧକ୍କା ହୋଇଛି । ‘ଜଗନ୍ନାଥ’ ନାମକ ବସ୍‌କୁ ଧକ୍କା ଦେଲା ଟ୍ରେଲର । ବସ୍‌ରେ ଥିବା ପ୍ରାୟ ୬୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଳଚେରରୁ ଭୁବନେଶ୍ବର ଯାଉଥିବା ବେଳେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନାଯୋଗ୍ୟ ଯେ, ତାଳଚେର ଭୁବନେଶ୍ବର ଆସୁଥିବା […]

ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୬।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୩୩୦୭କୁ ବୃଦ୍ଧି ପାଇଛି । ଏନେଇ […]

ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାର କରୁଣ ପରିଣତି, ମାଆ ସାମ୍ନାରେ ପୁଅକୁ ହାଣିଦେଲେ

ବଲାଙ୍ଗୀର ୧୬/୦୮: ବଲାଙ୍ଗୀର ଭୀମଭୋଇ ମେଡକାଲ ଡାଇରିଆ ୱାର୍ଡ ପାଖରେ ହତ୍ୟା । ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣି କରାଯାଇଛି ହତ୍ୟା । ମୃତ ଯୁବକଙ୍କ ନା ଅଜୁ ଦୋରା । ଭୋର୍‌ରୁ ସକାଳୁ ମାଆ ପୁଅ ସ୍କୁଟିରେ ହସ୍ପିଟାଲ ନିକଟରେ ଥିବା ଜଳଖିଆ ଦୋକାନକୁ ଆସୁଥିବା ବେଳେ ଦୁଇ ଜଣ ଦୃବର୍ତ୍ତ ଖଣ୍ଡାରେ ଆକ୍ରମଣ କରି ହତ୍ୟା କରି ଫେରାର୍ ହୋଇଯାଇଛନ୍ତି । ଘଟଣା ସ୍ଥଳରେ ପୁଅର ମୃତ୍ୟୁ ହୋଇଥିବାବେଳେ ମାଆ ଗୁରୁତର ଅବସ୍ଥାରେ […]